ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ଆଡ଼ିଆ ପଞ୍ଚାୟତର ଅଗିରାଗାଡ଼ିଆ ଗାଁରେ ଗତକାଲି ଵିଲମ୍ଵିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ 3ଟି ପରିବାରର 15 ବଖରା ଘର, 10ଟି ଛେଳି ଓ 6ଟି ଗାଇ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଵିଦ୍ୟୁତ୍ ସଟ୍ସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ଖବର ପାଇ ଆଗରପଡ଼ାରୁ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲେ ।
ନିଆଁରେ ଜଳିଗଲା 15 ବଖରା ଘର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- TyroneCah on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- 789WIN on ଅାସନ୍ତାକାଲି ବିଜେପି ଛାଡ଼ିବେ ଦିଲୀପ ରାୟ ଓ ବିଜୟ ମହାପାତ୍ର !
- JesseRar on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- JuliusNag on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- Camdenanymn on ଆଜିର ରାଶିଫଳ
