ଦୀପାବଳିରେ ଆତଙ୍କବାଦୀ ବଡ଼ ଧରଣର ଆକ୍ରମଣର ସମ୍ଭାବନା ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍ଆଇଏ) ପକ୍ଷରୁ ଆଶଙ୍କା ପ୍ରକାଶ ପାଇଛି । ଏନଆଇଏ ପକ୍ଷରୁ ସୋମବାର ଏହି ସୂଚନା ପ୍ରକାଶ ପାଇଛି । ଆତଙ୍କବାଦୀ ମାନେ ନେପାଳ ଏବଂ କଶ୍ମୀର ଦେଇ ରାଜଧାନୀ ଦିଲ୍ଲୀରେ ଦୀପାବଳି ପୂର୍ବରୁ ଏକାଠି ହୋଇଛନ୍ତି ବୋଲି କୁହାଯାଇଛି । ଏ ନେଇ ଏନଆଇଏ ରାଜଧାନୀ ଦିଲ୍ଲୀ ସମେତ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏନଆଇଏକୁ କିଛି କଲ୍ ରେକର୍ଡିଂ ମିଳିଛି ଯେଉଁଥିରେ ଆତଙ୍କବାଦୀ ମାନେ ଅକ୍ଚୋବର 17 ପୂର୍ବରୁ ଦିଲ୍ଲୀରେ ଏକାଠି ହେବେ ବୋଲି ସୂଚନା ଦେଇଛନ୍ତି । ଏହି କାରଣରୁ ଏନ୍ଆଇଏ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଦୀପାବଳିରେ ଆତଙ୍କୀ ଆକ୍ରମଣ ନେଇ ଏନ୍ଆଇଏର ସତର୍କ ସୂଚନା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_xtOt on ବିଜେପୁର: ୩ଦଳର ପ୍ରାର୍ଥୀ ଚୟନ ଉପରେ ନଜର
- mostbet_atOt on ଦ୍ୱିତୀୟ ଟେଷ୍ଟ ମ୍ୟାଚରୁ ବାଦ ପଡ଼ିଲେ ରୋହିତ ଓ ଅଶ୍ୱିନୀ !
- pinup_cdsi on ବିଜେପୁର: ୩ଦଳର ପ୍ରାର୍ଥୀ ଚୟନ ଉପରେ ନଜର
- CharlesOvAts on “ସମ୍’ରେ ୫୨୦ ବେଡ୍ ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
- Ronalddog on ରାଜ୍ୟରେ ରେକର୍ଡ ଟେଷ୍ଟ: ୨୪ ଘଣ୍ଟାରେ ୩ ହଜାର ୫୩୫ ସାମ୍ପଲ ପରୀକ୍ଷଣ
