ଭୁବନେଶ୍ୱର : ବରିଷ୍ଠ ଆଇପିଏସ୍ ଅଫିସର ଧୀରେନ୍ଦ୍ର ସାମ୍ଭାଜି କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୧୯୯୭ ବ୍ୟାଚ୍ର ଏହି ଆଇପିଏସ୍ ଅଧିକାରୀ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସର ଅନ୍ ସ୍ପେସିଆଲ ଡ୍ୟୁଟି(ଓଏସ୍ଡି) ଭାବେ କାର୍ଯ୍ୟ କରିଆସୁଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ଡି.ଏସ୍ କୁଟ୍ଟେ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- TrentIsofe on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- chicken-road_gosi on ବାଲେଶ୍ୱର ଜିଲ୍ଲା ପୁରୁବାଇ କନ୍ୟାଶ୍ରମରେ ଜିଲ୍ଲା ମଙ୍ଗଳକିମିଟି ଏବଂ କେନ୍ଦ୍ରୀୟଟିମ ପକ୍ଷରୁ ଚଢାଉ !
- plinko_evOi on ସଂସାର ଉଜାଡ଼ି ଦେଲା ଘରୋଇ କଳି; ନିଷ୍ଟୁର ବାପ କିରୋସିନ ଢାଳି ଝିଅ ଉପରେ ନିଆଁ ଲଗାଇ ଦେଲା !
- Codylah on ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍ ନିୟମ ଉଲ୍ଲଂଘନ କଲେ ଗିରଫ
- Silasunold on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
