ଭୁବନେଶ୍ବର : ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟା ୫ ମିନିଟରେ ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟକୁ ମଞ୍ଜୁରି ପ୍ରଦାନ କରାଯିବ। ଆସନ୍ତା ୧୩ ତାରିଖ ଦିନ ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ପ୍ରଥମ ଅତିରିକ୍ତ ବଜେଟକୁ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଉପସ୍ଥାପନ କରିବା ପାଇଁ ଦିନ ଧାର୍ଯ୍ୟ କରାଯାଇଛି।
ଆଜି ମନ୍ତ୍ରୀ ପରିଷଦ ବୈଠକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_eppt on ବିଧାନସଭା ପରେ ରାଜମହଲ,ବାପୁଜୀନଗର ଏବଂ ଜନପଥ ଅଞ୍ଚଳରେ ଚାଲିଛି ସାନିଟାଇଜେସନ
- 1win_hzPn on କାମ ଦେଲାନି ମୋଦୀ ଯାଦୁ : ପଞ୍ଚମ ଥର ନବୀନ; ବିଜେପି ନିଷ୍ପ୍ରଭ, ମାଟି କାମୁଡ଼ିଲା କଂଗ୍ରେସ
- 1win_nwsi on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
- Shermannoupe on ଆଜିର ରାଶିଫଳ
- melbet_bikt on ଜିଲ୍ଲା ଅବକାରୀ ବିଭାଗ ଚଢଉ, ୧୬ ଗିରଫ
