ଖୋର୍ଦ୍ଧା : ପାଇକ ସ୍ମାରକୀ ଶିଳାନ୍ୟାସ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେଇ ପାଇକ ବିଦ୍ରୋହ ସ୍ମୃତିସ୍ଥଳର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ପ୍ରହ୍ଲାଦ ସିଂହ ପଟେଲ ଆଦି ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି। ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ରାଷ୍ଟ୍ରପତିଙ୍କୁ ପଟ୍ଟଚ୍ଚିତ୍ର ଦେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି। ପାଇକମାନଙ୍କ ଉପରେ ଆଧାରିତ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଛି। ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ରାଷ୍ଟ୍ରପତିଙ୍କୁ ପଟ୍ଟଚ୍ଚିତ୍ର ଦେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି। ପାଇକମାନଙ୍କ ଉପରେ ଆଧାରିତ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଛି।
ପାଇକ ବିଦ୍ରୋହ ସ୍ମୃତିସ୍ଥଳର ଶିଳାନ୍ୟାସ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- AllenLus on ବଡଦିଅଁ ଅପେକ୍ଷାରେ ବଡଦାଣ୍ଡ
- DavidDer on ମହାରାଷ୍ଟ୍ରରେ ଠାକ୍ରେ ରାଜ୍
- HowardDob on ଭାରତୀୟ କ୍ରିକେଟ୍ ସଦସ୍ୟଙ୍କୁ ବିସିସିଆଇ ତରଫରୁ ପୁରଷ୍କାର !
- DavidDow on ସକାଳେ ବିଛଣାଛାଡ଼ି ଏସବୁ କାହିଁକି ମନା.
- JoshuaFloli on ବଡଦିଅଁ ଅପେକ୍ଷାରେ ବଡଦାଣ୍ଡ
