ନୂଆଦିଲ୍ଲୀ : ନାଗରିକତା ସଂଶୋଧନ ବିଲ୍କୁ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରିଛନ୍ତି। ବିଲ୍ ଉପରେ ମଙ୍ଗଳବାର ଆଲୋଚନା ହେବ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଙ୍କ ପକ୍ଷରୁ ବିରୋଧ ଜାରି ରହିଛି। ନାଗରିକତା ସଂଶୋଧନ ବିଲ୍ରେ ୧୯୫୫ ନାଗରିକତା ଅଧିନିୟମରେ କେତେକ ପରିବର୍ତ୍ତନ ଅଣାଯିବାର ଯୋଜନା ରହିଛି। ଏହାଦ୍ୱାରା ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ ଆସିଥିବା ହିନ୍ଦୁ, ଶିଖ୍, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ୍ ପ୍ରଭୃତି ଶରଣାର୍ଥୀଙ୍କ ପାଇଁ ଭାରତୀୟ ନାଗରିକତା ହାସଲ କରିବା ସହଜ ହୋଇପାରିବ ବୋଲି କୁହାଯାଉଛି। ଭାଜପା ପକ୍ଷରୁ ଏହାର ସମସ୍ତ ସଦସ୍ୟଙ୍କ ପାଇଁ ଏହି ବିଲ୍ ନେଇ ହ୍ବିପ୍ ଜାରି କରାଯାଇଛି।
ନାଗରିକତା ସଂଶୋଧନ ବିଲ୍ ଲୋକସଭାରେ ଆଗତ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_nsMn on ଲକ୍ଡାଉନ୍ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’
- 1win_sskn on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- 1win_efOa on ଭଦ୍ରକ ଲୋକସଭା କ୍ଷେତ୍ରରେ ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା
- 1win_zxkn on ୧୫ ଦିନ ପାଇଁ ବଢ଼ିଲା ସର୍ବକ୍ଷମା ଅବଧି
- WilliamHab on ରଥଖଳା ଚଳଚଞ୍ଚଳ, ଦ୍ବିତୀୟ ଭୁଇଁ ଉଠିବ ଆଜି
