ଭୁବନେଶ୍ୱର : କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନକୁ ଗୁରୁବାର ଆସିବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରେ ପୂର୍ବାହ୍ନ ୧୧ଟା ୪୫ରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମ ଲାଗୁ ହେବା ଦ୍ୱାରା କାଳିଆ ସମେତ ସଂଖ୍ୟାଧିକ ଯୋଜନା ମୋ ସରକାର ଅଧୀନ ହେବ। ଯୋଜନା ଲାଗୁ ହେବା ସହ ହିତାଧିକାରୀଙ୍କ ମତାମତକୁ ଏଣିକି ପୂର୍ବାପେକ୍ଷା ଅଧିକ ଗୁରୁତ୍ୱ ଦିଆଯିବ। ସବୁସ୍ତରରେ ଆପତ୍ତି ଅଭିିଯୋଗ ଗ୍ରହଣ କରି ତୁରନ୍ତ ସମାଧାନ କରାଯିବ।
ମୋ ସରକାର ଅଧୀନକୁ ଆସିବ କୃଷି ବିଭାଗ
- Advertisement -
Stay Connected
Comment
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- linezolid 600 mg tablet on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ
- mirtazapine 15 mg tablet price on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- meloxicam for dogs on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.