ଭୁବନେଶ୍ବର : ଆଜି ବସିବ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉନ୍ନୟନ ସମ୍ପର୍କିତ ସମୀକ୍ଷା ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କପିପାରନ୍ତି। ପୁରୀ ପରି ଲିଙ୍ଗରାଜଙ୍କ ମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ଯାଏ ଉଛେଦ କରାଯିବ। ଅପରାହ୍ନରେ ହେବାକୁ ଥିବା ବୈଠକରେ ମନ୍ତ୍ରୀ ଅଶୋକ ପଣ୍ଡା, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ।
ଆଜି ବସିବ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉନ୍ନୟନ ସମ୍ପର୍କିତ ସମୀକ୍ଷା ବୈଠକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
