ପୁରୀ : ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍ ଡିସମ୍ବେର ୧୬ ତାରିଖଠାରୁ ଆରମ୍ଭ ହୋଇ ଜାନୁୟାରୀ ୧୪ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟହ ରାତ୍ର ୩ଟାରେ ଦ୍ୱାରଫିଟା, ୩ଟା ୩୦ରେ ଭିତରଶୋଧ, ୩ଟା ୪୫ରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହେବ। ସକାଳ ୬ଟା ୨୦ରୁ ୬ଟା ୫୦ ମଧ୍ୟରେ ପହିଲି ଭୋଗ ନୀତି ବଢିବ। ସକାଳ ୬ଟା ୩୦ରୁ ୯ଟା ସକାଳ ଧୂପ(କେବଳ କୋଠଭୋଗ), ୮ଟା ୪୫ରୁ ୧୦ଟା ୩୦ ଭୋଗମଣ୍ଡପ, ୧୧ଟା ୩୦ରୁ ମଧ୍ୟାହ୍ନ ୧୨ଟା ୩୦ ମଧ୍ୟାହ୍ନ ଧୂପ(କେବଳ କୋଠଭୋଗ), ୧୨ଟା ୧୫ରୁ ଅପରାହ୍ନ ୨ଟା ଦ୍ୱିତୀୟ ଭୋଗ ମଣ୍ଡପ ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଅପରାହ୍ନ ୫ଟାରେ ସା ଆଳତି, ସାଢେ ୬ଟାରୁ ରାତି ୮ଟା ସା ଧୂପ, ୯ଟାରେ ଚନ୍ଦନ ଲାଗି, ୧୦ଟାରେ ବଡସିଂହାର ବେଶ, ୧୦ଟା ୩୦ ବଡସିଂହାର ଭୋଗ ଏବଂ ୧୧ଟାରେ ରାତ୍ର ପହୁଡ ନୀତି ସମ୍ପନ୍ନ ଲାଗି ନୀତି ଚୂଡ଼ାନ୍ତ ହୋଇଛି।
ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ
- Advertisement -
Stay Connected
Comment
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- dutasteride topical on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- linezolid 600 mg tablet on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.