କୋଟଗଡ : କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟରରେ ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟର ଛାତ୍ରଙ୍କୁ ଉପରେ ଦିଲ୍ଲୀ ପୋଲିସର ଆକ୍ରମଣର ନିନ୍ଦା କରାଯାଇଛି। ବ୍ୟାନର ଲାଗିଥିବା ଦେଖି ଅଞ୍ଚଳବାସୀଙ୍କ ଭୟ ସୃଷ୍ଟି ହୋଇଛି। ଘଟଣାସ୍ଥଳକୁ କୋଟଗଡ ପୋଲିସ ପହଞ୍ଚି ନ ଥିବା ଗ୍ରାମବାସୀ କହିଛନ୍ତି।
କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
