ଭୁବନେଶ୍ୱର : ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ରାଷ୍ଟ୍ରପତି ଭବନରେ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ବୈଠକରେ ଯୋଗଦେବେ। ଶୁକ୍ରବାର ଏବଂ ଶନିବାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ଥିବା ବିଭିନ୍ନ ସହାୟତା ରାଶି ସମ୍ପର୍କିତ ସମୀକ୍ଷା ବୈଠକ କରିବେ। କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ରବିବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିବେ।
ଆଜିଠୁ ୫ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Leave a Comment
Leave a Comment
- Advertisement -
Stay Connected
Comment
- Michaelgedly on ସିକ୍ୟୁରିଟି ମୁହଁରେ ଗାମୁଛା ବାନ୍ଧି ବ୍ୟାଙ୍କ ଲୁଟ୍ !
- 1hbet zerkalo na segodnya_lbMn on କୃଷ୍ଣ ବୁଣିଲେ କଳିମଞ୍ଜି !
- Roberthib on ୧୦୩୮ ଡାକ୍ତରଙ୍କୁ ନିଯୁକ୍ତିପତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
- Carlosadoke on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
- Jaredcob on ଜାତୀୟ ମହିଳା ଫୁଟବଲ, ଓଡ଼ିଶା ଦଳରେ ଆଳିରୁ ୩
