ଭୁବନେଶ୍ୱର : ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ହେଲେ ନ୍ୟାଶନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆର୍ସି)କୁ ନୁହେଁ। ସିଏଏ କେବଳ ବିଦେଶୀ ନାଗରିକଙ୍କ ପାଇଁ ପ୍ରଯୁଜ୍ୟ। ଏହାର ପ୍ରଭାବ ଭାରତୀୟ ଜନସାଧାରଣଙ୍କ ଉପରେ ପଡ଼ିବ ନାହିଁ। ଦଳ ପକ୍ଷରୁ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ଏନ୍ଆର୍ସି ନେଇ ସ୍ପଷ୍ଟ କରାଯାଇଛି। ଏନ୍ଆର୍ସିକୁ ଦଳ ସମର୍ଥନ କରୁନାହିଁ। ଏଣୁ ଗୁଜବ ଉପରେ ବିଶ୍ୱାସ ନ କରି ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି।
ଏନ୍ଆର୍ସିକୁ ନୁହେଁ ସିଏଏକୁ ସମର୍ଥନ କରୁଛି ବିଜେଡି : ମୁଖ୍ୟମନ୍ତ୍ରୀ 1
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_boot on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- mostbet_gaet on ପୁଣି ଜମ୍ମୁ-କଶ୍ମୀରରେ ଆତ୍ମଘାତୀ ଆକ୍ରମଣ ଆଶଙ୍କା ନେଇ ସତର୍କ ସୂଚନା ଜାରି
- mostbet_grma on ପୁଣି ଜମ୍ମୁ-କଶ୍ମୀରରେ ଆତ୍ମଘାତୀ ଆକ୍ରମଣ ଆଶଙ୍କା ନେଇ ସତର୍କ ସୂଚନା ଜାରି
- pinup_nzPl on ପୁଣି ଜମ୍ମୁ-କଶ୍ମୀରରେ ଆତ୍ମଘାତୀ ଆକ୍ରମଣ ଆଶଙ୍କା ନେଇ ସତର୍କ ସୂଚନା ଜାରି
- mostbet_gmOa on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
