ହାଇଦ୍ରାବାଦ : ତେଲେଙ୍ଗାନାର ବହୁ ଚର୍ଚ୍ଚିତ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର କରାଯାଇଥିଲା। ଏହାପରେ ସେମାନଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ଗାନ୍ଧୀ ହସ୍ପିଟାଲର ଶବଗୃହରେ ସଂରକ୍ଷିତ ରଖାଯାଇଥିଲା। ଶନିବାର ତେଲେଙ୍ଗାନା ହାଇକୋର୍ଟ ପୁଣିଥରେ ସମସ୍ତ ୪ ଅଭିଯୁକ୍ତଙ୍କ ସଂରକ୍ଷିତ ମୃତଦେହକୁ ବ୍ୟବଚ୍ଛେଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତ ମାସ ପ୍ରଥମ ସପ୍ତାହରେ ଘଟଣାସ୍ଥଳକୁ ୪ ଅଭିଯୁକ୍ତଙ୍କୁ ନେଇ ସିନ୍ ରିକ୍ରିଏଟ କରିବା ସମୟରେ ସେମାନେ ଖସି ପଳାଇ ଯିବାକୁ ଚେଷ୍ଟା କରିଥିଲେ। ଏହାସହ ପୋଲିସ ଉପରକୁ ଆକ୍ରମଣ ମଧ୍ୟ କରିଥିଲେ। ଫଳରେ ହାଇଦ୍ରାବାଦ ପୋଲିସ ଏନ୍କାଉଣ୍ଟର କରିବାରୁ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲା।
ତେଲେଙ୍ଗାନା ଏନ୍କାଉଣ୍ଟର: ପୁଣିଥରେ ବ୍ୟବଚ୍ଛେଦ ହେବ ଅପରାଧୀଙ୍କ ସଂରକ୍ଷିତ ମୃତଦେହ
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
