ବ୍ରହ୍ମପୁର : ଆଜିଠାରୁ ଆରମ୍ଭ ହେଉଛି ଗୋପାଳପୁର ବେଳାଭୂମି ମହୋତ୍ସବ। ଉତ୍ସବ ଲାଗି ପ୍ରସ୍ତୁତି ପ୍ରାୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ମହୋତ୍ସବକୁ ଉଦ୍ଘାଟନ କରିବେ । ଏହି ମହୋତ୍ସବ ୫ ଦିନ ଧରି ଚାଲିବା ପରେ ୨୮ ତାରିଖରେ ଶେଷ ହେବ।କଳା ଓ ସଂସ୍କୃତିର ଏହି ମହୋତ୍ସବକୁ ଧୂମଧାମର ସହ ପାଳନ କରିବା ଲାଗି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଉଦଘାଟନ ଅବସରରେ ବଲିଉଡ୍ କଣ୍ଠଶିଳ୍ପୀ ସୋନୁ ନିଗମ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଉଦଯାପନୀ ସମାରୋହରେ କଣ୍ଠଶିଳ୍ପୀ ଶାନ୍ ଆସିବା କାର୍ଯ୍ୟକ୍ରମ ରହିଛି। .ଏହାସହ ଓଲିଉଡ୍ ଜଗତର ଅନେକ ଅଭିନେତା,ଅଭିନେତ୍ରୀ ଓ କଳାକାର ଯୋଗଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ବେଳାଭୂମି ମହୋତ୍ସବକୁ ନେଇ ଗଂଜାମ ହୋଟେଲ ଆସୋସିଏସନ ପ୍ରସ୍ତୁତ ରହିଛି ।ସେପଟେ ପ୍ରବଳ ଭିଡକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଓ ପୁଲିସ୍ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
ଆଜିଠୁ ଗୋପାଳପୁର ବେଳାଭୂମି ମହୋତ୍ସବ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- DennisTig on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- Jimmiebioft on Live Tv
- HowardsaH on ଆଜି ମାଟ୍ରିକ୍ ପରୀକ୍ଷାଫଳ
- ClaytonJum on ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ପରିଚାଳନାଗତ ତ୍ରୁଟି ଯୋଗୁ ୪ ବୁଥ୍ରେ ସାନି ମତଦାନ
- DennisTig on ୧୫୯ ଗ୍ରାମର ବ୍ରାଉନସୁଗାର ଜବତ,ଜଣେ ଗିରଫ !
