ଭୁବନେଶ୍ୱର : ଶ୍ରୀଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଲିଙ୍ଗରାଜ ସଂଲଗ୍ନ ବିକାଶ ପାଇଁ ୫ କୋଟି ଟଙ୍କା ଘୋଷଣା କରିଛନ୍ତି। ଅନୁମୋଦିତ ଅର୍ଥରେଏକାମ୍ର ସାଂସ୍କୃତିକ ପ୍ରକାଶନୀ ଭଜନ ମଣ୍ଡପର ନୂଆ ବିଲ୍ଡିଂ, ଲିଙ୍ଗରାଜ ଏଣ୍ଟ୍ରି ପ୍ଲାଜା ନିକଟରେ ଲିଙ୍ଗରାଜ ରିସର୍ଚ୍ଚ ସେଣ୍ଟର, ନୂଆ କୋଠାରେ ଓ୍ବାଚ୍ ଟାଓ୍ବାର ସୁବିଧା ଆଦି ବ୍ୟବସ୍ଥା କରାଯିବ ବୋଲି ଜଣାପଡ଼ିଛି।
ଲିଙ୍ଗରାଜ ମନ୍ଦିର ସଂଲଗ୍ନ ଅଞ୍ଚଳ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ଟଙ୍କା ଘୋଷଣା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- plinko_ioOi on ବାଙ୍କୀରେ ଡବଲ୍ ମର୍ଡର : ସରପଞ୍ଚଙ୍କ ସ୍ୱାମୀ ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା
- Nickuniob on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- FreddieViaph on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- CainFufam on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- Curtismet on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
