ଭୁବନେଶ୍ୱର : ଆସନ୍ତା ଫେବୃୟାରୀ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରୁ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ସଂସଦୀୟ ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଅବଗତ କରାଯାଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପାଇଁ ତଥ୍ୟ ମଗାଯାଇଛି। ଜାନୁୟାରୀ ୨୦ ସୁଦ୍ଧା ସମସ୍ତ ବିଭାଗ ସରକାରଙ୍କ ବିକାଶର ତଥ୍ୟ ସଂସଦୀୟ ବିଭାଗକୁ ପ୍ରଦାନ କରିବେ। ଅନ୍ୟପକ୍ଷରେ ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ମଧ୍ୟ ଏକ ପ୍ରସ୍ତାବ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି। ବିଧାନସଭା ଅଧିବେଶନ ପାଇଁ ଚୂଡାନ୍ତ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ଫେବୃୟାରୀ ୬ କିମ୍ବା ୭ରୁ ବିଧାନସଭା ଅଧିବେଶନ ଆରମ୍ଭ କରିବା ନେଇ ପ୍ରସ୍ତାବ ଦିଆଯାଇଥିବା ଜଣାପଡିଛି।
ଫେବୃୟାରୀ ପ୍ରଥମ ସପ୍ତାହରେ ବିଧାନସଭା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
