ଭୁବନେଶ୍ୱର :ବିଧାନସଭାରେ ରାଜ୍ୟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥାଏ। ହେଲେ ବିଭିନ୍ନ ବିଭାଗ ସମ୍ବନ୍ଧରେ ଆଲୋଚନା ହେଉଥିବା ସମୟରେ ସମ୍ପୃକ୍ତ ବିଭାଗର ଅଫିସର ରହୁ ନ ଥିବା କଂଗ୍ରେସ ଦଳ ବିଧାୟକ ତାରା ପ୍ରସାଦ ବାହିନୀପତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ସେହିଭଳି ବିଭିନ୍ନ ବିଭାଗ ସମ୍ବନ୍ଧୀୟ ଆଲୋଚନା ଚାଲିଥିବା ସମୟରେ ସମ୍ପୃକ୍ତ ଅଫିସରମାନେ ଉପସ୍ଥିତ ରହିବେ ବୋଲି ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି।
ବାଚସ୍ପତିଙ୍କ କଡା ନିର୍ଦ୍ଦେଶ : ବିଭାଗୀୟ ଆଲୋଚନା ବେଳେ ଗୃହରେ ଉପସ୍ଥିତ ରହିବେ ଅଫିସର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_mnma on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
- mostbet_niet on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
- pinup_ecPl on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
- mostbet_lqma on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
- mostbet_hret on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
