ଭୁବନେଶ୍ୱର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ ଓ ୨୯ ତାରିଖାରେ ସେ ଓଡ଼ିଶା ଆସିବେ। ଏହି ଗସ୍ତରେ ଶାହା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟରେ ଯୋଗ ଦେବେ। ଦୀର୍ଘ ୧ ମାସ ଧରି ସିଏଏ(ନାଗରିକତା ସଂଶୋଧନ ଆଇନ) ସପକ୍ଷରେ ଭାଜପା ଚଳାଇଥିବା ରାଲିର ଅନ୍ତିମ କାର୍ଯ୍ୟକ୍ରମ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏ ନେଇ ୧ ଲକ୍ଷ କାର୍ଯ୍ୟକର୍ତ୍ତାଙ୍କୁ ନେଇ ଜନସଭା ଆୟୋଜନ କରାଯାଉଛି। ଶାହା ଏଥିରେ ଯୋଗଦେବେ ବୋଲି ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି। ୨୮ରେ ଶାହା ଭୁବନେଶ୍ୱରରେ ରାତ୍ରିଯାପନ କରିବା ପରେ ୨୯ରେ ଶ୍ରୀଲିଙ୍ଗରାଜ ଓ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି ବୋଲି ସେ କହିଛନ୍ତି।
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_ncOa on ସଂସାର ଉଜାଡ଼ି ଦେଲା ଘରୋଇ କଳି; ନିଷ୍ଟୁର ବାପ କିରୋସିନ ଢାଳି ଝିଅ ଉପରେ ନିଆଁ ଲଗାଇ ଦେଲା !
- 1win_aakn on ୟୁନିୟନ୍ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା
- mostbet_qxMa on ନିୟମ ଭାଙ୍ଗିଲେ ପୋଲିସ ବାବୁ । ପରିବାର ସହ ଶ୍ରୀମନ୍ଦିରରେ କଲେ ପ୍ରବେଶ
- JustinThype on ଡସେମ୍ବର ୧୮ରେ ବିକ୍ରି ହେବେ କ୍ରକେଟ୍ ଖେଳାଳି !
- WilliamHab on ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍ ନିୟମ ଉଲ୍ଲଂଘନ କଲେ ଗିରଫ
