ଭୁବନେଶ୍ୱର: କରୋନା ମୁକାବିଲା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଡ଼ ଘୋଷଣା କରିଛନ୍ତି। ସବୁ ଡାକ୍ତର, ପାରାମେଡିକାଲ କର୍ମଚାରୀଙ୍କୁ ଆଗୁଆ୪ ମାସର ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେମାନଙ୍କୁ ଏପ୍ରିଲ, ମେ, ଜୁନ୍ ଏବଂ ଜୁଲାଇ ମାସର ଦରମା ଏପ୍ରିଲରେ ହିଁ ମିଳିବ। ଏଥିସହ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଶଂସା କରିଛନ୍ତି। ଆପଣମାନଙ୍କ ସେବା ଓ ନିଷ୍ଠାପର କାମର ତୁଳନା ନାହିଁ।ଏ ଦେଶ ସହ ଆମେମାନେ ଆପଣମାନଙ୍କ ସହ ରହିଛୁ। ଆପଣମାନେ ସେବା ଜାରି ରଖନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଡାକ୍ତର, ନର୍ସଙ୍କୁ ଦିଆଯିବ ୪ ମାସର ଆଗୁଆ ଦରମା: ମୁଖ୍ୟମନ୍ତ୍ରୀ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_mnEl on ଟେଲିଭିଜନ ଚ୍ୟାନେଲର ୨୫ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
- Paulter on ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍ ନିୟମ ଉଲ୍ଲଂଘନ କଲେ ଗିରଫ
- SilasTuh on ଚୋରା ସାଜିଥିଲା କୋଟିପତି
- BaronCet on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- JohnFix on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
