ନୂଆଦିଲ୍ଲୀ : କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ସାମାଜିକ ଦୂରତା ବଢ଼ାଇବାକୁ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏବେ ଦେଶବ୍ୟାପୀ ଟୋଲ୍ ଆଦାୟ କିଛିଦିନ ପାଇଁ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ କହିଛନ୍ତି। ଏସମ୍ପର୍କରେ ଗଡ଼କରୀ ଟୁଇଟ୍ କରି ସୂଚନା ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ଅନୁସାରେ ଏଗଭଳି କରାଯାଇଥିବା ସେ କହିଛନ୍ତି।
କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍ ଆଦାୟ ବନ୍ଦ
Leave a Comment
Leave a Comment
- Advertisement -
Stay Connected
Comment
- 1win_phen on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- pinup_hket on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
- kyhni SPb_mbmi on ଡସେମ୍ବର ୧୮ରେ ବିକ୍ରି ହେବେ କ୍ରକେଟ୍ ଖେଳାଳି !
- BobbyKem on ଆଜି କ୍ୱାଟର ଫାଇନାଲରେ ମୁହାଁମୁହିଁ ହେବେ : ଆର୍ଜେଣ୍ଟିନା-ଇଂଲଣ୍ଡ, ଅଷ୍ଟେଲିଆ-ଫ୍ରାନ୍ସ !
- kyhni SPb_wimn on ଗୁଜବ ଶୁଣନ୍ତୁନି, ଚିକେନ୍ ଓ ଅଣ୍ଡା ଖାଇବା ଦ୍ୱାରା କରୋନା ବ୍ୟାପୁନି : କୃଷିମନ୍ତ୍ରୀ
