ଓଡ଼ିଶାରେ ୩ୟ କରୋନା ପଜିଟିଭ୍‌ ଚିହ୍ନଟ: ସୂଚନା ଦେଲା ସ୍ୱାସ୍ଥ୍ୟ ବିଭାଗ

Odisha Hot News
0 Min Read

ଭୁବନେଶ୍ୱର : ଓଡ଼ିଶାରେ ତୃତୀୟ କରୋନା ପଜିିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତ ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି। ଗୁରୁବାର ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟର ଜରିଆରେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ପୂର୍ବରୁ ଦୁଇଜଣ କରୋନା ପିଜିଟିଭ୍‌ ଥିଲେ। ସେମାନଙ୍କ ମଧ୍ୟରୁ ଜଣେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଉ ଜଣେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି।

Share This Article
Leave a Comment