ଭୁବନେଶ୍ୱର : କୋଭିଡ-୧୯ ଡିପିଏଚ୍ଏଲ୍ ଓ ସ୍ବାବ୍ ନମୁନା ସଂଗ୍ରହ ପାଇଁ ନିଯୁକ୍ତି ବିଜ୍ଞାପନ ଦିଆଯାଇଛି। ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ବିଜ୍ଞାପନ ଦିଆଯାଇଛି। ସ୍ବଳ୍ପମିଆଦ ଭିତ୍ତିରେ ମେଡିକୋ ଓ ନନ୍ ମେଡିକୋଙ୍କୁ ନିଯୁକ୍ତି ଦିଆଯିବ। ମେଡିକୋଙ୍କୁ ଦୈନିକ ୫ ହଜାର, ନନ୍ ମେଡିକୋଙ୍କୁ ୨୫୦୦ ଟଙ୍କା ମିଳିବ। ପ୍ରାଥମିକ ଭାବେ ଜୁନ୍ ୩୦ ପର୍ଯ୍ୟନ୍ତ ନିଯୁକ୍ତି, ପରେ ବୃଦ୍ଧି କରାଯାଇପାରେ ବୋଲି ଏଥିରେ କୁହାଯାଇଛି।
କରୋନା ମୁକାବିଲା: ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଯୁକ୍ତି ବିଜ୍ଞାପନ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Jamesvon on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- Robertmeemi on ପୁଣି ଖାକି ରେ କଳଙ୍କ,ପ୍ରେମିକ ସହ ମିଶି ନାବାଳିକା ସହ ଦୁଷ୍କର୍ମ କଲେ ପୋଲିସ ଏ ଏସ ଆଇ ।
- WillisPhake on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- Sebastianduala on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- ClydePhype on ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ !
