ଭୁବନେଶ୍ୱର : କରୋନା ସଂକ୍ରମଣକୁ କେବଳ ସଚେତନତା ଦ୍ୱାରା ରୋକାଯାଇପାରିବା। କରୋନାକୁ ଡରିବାର ନାହିଁ। ଏଥିପ୍ରତି ଆମକୁ ସାବଧାନ ହେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଛନ୍ତି। ଶନିବାର ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ନୂଆଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା ବ୍ୟକ୍ତି ଟୋଲ ଫ୍ରି ନମ୍ବର ୧୦୪କୁ ଫୋନ କରି ତୁରନ୍ତ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଡାକ୍ତରଙ୍କ ପରାମର୍ଶ ନେବା ସହିତ ୨୪ ଘଣ୍ଟାରେ ଟେଷ୍ଟ କରିବା ପାଇଁ ଆଗେଇ ଆସନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସଚେତନତା ରୋକିପାରିବ କରୋନା ସଂକ୍ରମଣ: ମୁଖ୍ୟମନ୍ତ୍ରୀ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Patricksak on ଆଜିର ରାଶିଫଳ
- MichaelMap on ଆଜିର ରାଶିଫଳ
- Melvinasson on ଆଜିର ରାଶିଫଳ
- Bennycaf on ଆଜିର ରାଶିଫଳ
- JamesZer on ଆଜିର ରାଶିଫଳ
