ଭୁବନେଶ୍ୱର : ରାଜ୍ୟର ୩ୟ କୋଭିଡ଼ ହସ୍ପିଟାଲ ପ୍ରସ୍ତୁତ । ଭିଡ଼ିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିଛନ୍ତି । MCL ସହାୟତାରେ ସୋଆ କ୍ୟାମ୍ପସ୍ରେ କୋଭିଡ଼ ହସ୍ପିଟାଲ ନିର୍ମାଣ କରାଯାଇଛି । ଆଜିଠୁ ୫୨୦ ବେଡ୍ ବିଶିଷ୍ଟ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ଏଥିରେ ୨୦ଟି ଆସିୟୁ ବେଡ ସୁବିଧା ରହିଛି । ପୂର୍ବରୁ ୫୦୦ ଶଯ୍ୟା ବିଶିଷ୍ଠ କିମ୍ସ କୋଭିଡ଼ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଥିଲା । କଟକର ଅଶ୍ୱିନୀରେ ମଧ୍ୟ କୋଭିଡ଼ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ୩ଟି ହସ୍ପିଟାଲରେ ବେଡ୍ ସଂଖ୍ୟା ୧୩୪୫ ରହିଛି । ଅପରପକ୍ଷରେ ରାଉରକେଲାରେ ଥିବା ହାଇଟେକ୍ କୋଭିଡ୍ ହସ୍ପିଟାଲ୍ ବି କାର୍ଯ୍ୟକ୍ଷମ ହୋଇଥିବା ଜଣାଯାଇଛି। ସୂଚନାଯୋଗ୍ୟ, ଏବେ କଟକର ଅଶ୍ବିନୀ ହସ୍ପିଟାଲରେ ୧୯ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।
“ସମ୍’ରେ ୫୨୦ ବେଡ୍ ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
