ବେଗୁନିଆପଡା: ଘୁମୁସର ସାଂଗଠନିକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ଦ୍ୱାରା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ କୁଶପୁତ୍ତଳିକା ଦାହକରାଯାଇଛି ବିହାର ବିଧାନସଭାରେ ମହିଳାଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ପ୍ରତିବାଦରେ ଶୁକ୍ରବାର ସନ୍ଧ୍ୟା ୭ ଘଟିକା ସମୟରେ ସ୍ଥାନୀୟ ବେଗୁନିଆପଡା ବ୍ଳକ ଠାରେ ଏକତ୍ରିତ ହୋଇ ନୀତିଶ କୁମାରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଏହି ସମୟରେ ଘୁମୁସର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ମିରିବାଇ ଦେଓ ଙ୍କ ସମେତ ଅନେକ ମହିଳା କର୍ମୀ ଉପସ୍ଥିତ ଥିଲେ।
ମହିଳାଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ମାମଲା: ଘୁମୁସର ବିଜେପି ପକ୍ଷରୁ ବିହାର ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

You Might Also Like
- Advertisement -
Comment