ଭୁବନେଶ୍ୱର: ଆସିଲା ରାଜ୍ୟରେ ଆଉ ୪ କରୋନା ପଜିଟିଭ୍ଙ୍କ କେସ୍ ହିଷ୍ଟ୍ରି । ସୂଚନା ଲୋକସଂପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଦୁଇ ଜଣ ସୁନ୍ଦରଗଡ଼, ଜଣେ କେନ୍ଦ୍ରାପଡ଼ା ଓ ଅନ୍ୟ ଜଣେ ଭୁବନେଶ୍ୱରର । ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟାଭେଲ୍ ହିଷ୍ଟ୍ରି ନେଇ ଅନୁଧ୍ୟାନ କରାଯାଉଛି । ଗତକାଲି ରାତିରେ ୪ ଜଣ ପଜିଟିଭ୍ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି ।
ସାମ୍ନାକୁ ଆସିଲା ରାଜ୍ୟରେ ଆଉ ୪ କରୋନା ପଜିଟିଭ୍ଙ୍କ କେସ୍ ହିଷ୍ଟ୍ରି
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
