ଭୁବନେଶ୍ୱର : ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ୪୪ ନମ୍ବର ଆକ୍ରାନ୍ତ ଏବଂ କିଛି ଦିନ ତଳେ ଓଡ଼ିଶାର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ଲାଗି ପଶ୍ଚିମବଙ୍ଗ ମେଦିନିପୁରରୁ ଆସିଥିଲେ। ତେବେ ସେ କରୋନାରୁ ସୁସ୍ଥ ହୋଇଥିଲେ ବି ତାଙ୍କର ଅନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କୁ ଡିସ୍ଚାର୍ଜ କରାଯାଇ ନ ଥିଲା। ମଙ୍ଗଳବାର ସକାଳୁ ତାଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- TerryPit on ଯାଜପୁରରୁ ଆଉ ୨ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି
- HarryAmous on All you need to know about penalty shootouts
- Barbara on ନିଉଜିଲାଣ୍ଡ୍: କ୍ରିଷ୍ଟ୍ଚର୍ଚ ସହର ମସ୍ଜିଦ୍ରେ ଗୁଳିକାଣ୍ଡ ଘଟି ୨୫ ମୃତ
- DanielCib on ଭଦ୍ରକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାରୁ ଉଠିଲା ୬୦ଘଣ୍ଟିଆ ସଟ୍ଡାଉନ୍
- Floydvar on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
