ଭୁବନେଶ୍ୱର : କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କର ଯଦି ମୃତ୍ୟୁ ଘଟେ ସେମାନଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଦିଆଯିବ। ଏଥିସହ ସେମାନଙ୍କର ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ। ମୃତକଙ୍କ ପରିବାରକୁ ପେନ୍ସନ୍ ମଧ୍ୟ ମିଳିବ। ଡାକ୍ତର କିମ୍ବା କୌଣସି ସ୍ବାସ୍ଥ୍ୟ କର୍ମୀଙ୍କୁ ଯଦି କେହି ଆକ୍ରମଣ କରନ୍ତି ତେବେ ତାହାକୁ ରାଜ୍ୟ ବିରୋଧରେ ଆକ୍ରମଣ ଧରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mejdynarodnie plateji_dtPr on ୨୨ ମାର୍ଚ୍ଚ ୨୦୨୦ – ଜନତା କର୍ଫ୍ୟୁର ବୈଜ୍ଞାନିକ ଓ ଆଧ୍ୟାତ୍ମିକ ଅର୍ଥ
- mejdynarodnie plateji_mcPr on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
- mejdynarodnie plateji_awPr on ପୁଣି ଜମ୍ମୁ-କଶ୍ମୀରରେ ଆତ୍ମଘାତୀ ଆକ୍ରମଣ ଆଶଙ୍କା ନେଇ ସତର୍କ ସୂଚନା ଜାରି
- mejdynarodnie plateji_vzPr on ୟୁନିୟନ୍ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା
- mejdynarodnie plateji_rbSl on ଟେଲିଭିଜନ ଚ୍ୟାନେଲର ୨୫ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
