ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ପାଢ଼ୀ

Odisha Hot News
0 Min Read

ଭୁବନେଶ୍ବର: ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି। ସେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଇଛନ୍ତି। ଏହାପୂର୍ବରୁ ସେ ୨୦୧୪ ରେ ଏହି ଦାୟିତ୍ଵରେ ଥିଲେ। ହେଲେ ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଏଥିସହିତ ସେ କୃଷି ବିଭାଗର ପ୍ରମୁଖ ସଚିବ ଭାବେ ବି କାର୍ଯ୍ୟ କରିବେ।

Share This Article