ଓଡିଶାରେ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋହନ ମାଝୀ

Odisha Hot News
1 Min Read

ଭୁବନେଶ୍ଵର: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋହନ ଚରଣ ମାଝୀ।  ଓଡିଶାର ରାଜ୍ୟପାଳ ରଘୁବର ଦାସ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ନିତିନ ଗଡକରୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୯ ଟି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଅଛନ୍ତି।

ମୋହନ ଚରଣ ମାଝୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ରୂପେ କେଭି ସିଂ ଦେଓ, ପ୍ରଭାତୀ ପରିଡ଼ା ଶପଥ ପାଠ କରିଛନ୍ତି। ସେହିଭଳି କ୍ୟାବିନେଟ ମନ୍ତ୍ରୀ ଭାବେ ସୁରେଶ ପୂଜାରେ, ରବି ନାଏକ, ପୃଥ୍ବୀରାଜ ହରିଚନ୍ଦନ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ମୁକେଶ ମହାଲିଙ୍ଗ ଶପଥ ଗ୍ରହଣ କରିଥିବା ବେଳେ ରାଷ୍ଟ୍ର ମନ୍ତ୍ରୀ ଭାବେ

Share This Article