ଭୁବନେଶ୍ଵର: ଆଜି ଓଡିଶା ବିଧାନସଭାରେ ନବ ନିର୍ବାଚିତ ବିଧାୟକମାନଙ୍କ ଶପଥ ଗ୍ରହଣ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ଶପଥ ନେଇଥିବା ବେଳେ ପରେ ପରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଶପଥ ଗ୍ରହଣ କରିଥିଲେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସମସ୍ତ ନବ ନିର୍ବାଚିତ ବିଧାୟକମାନଙ୍କୁ ଶପଥ ପାଠ କରାଉଛନ୍ତି।
ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ

You Might Also Like
- Advertisement -
Comment