ତିନିଦିନିଆ ନୂଆଦିଲ୍ଲୀ ଗସ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Odisha Hot News
0 Min Read

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ।

ଏଥିସହିତ ମୁଖ୍ୟମନ୍ତ୍ରୀ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଓଡିଶାର ବିଭିନ୍ନ ପ୍ରକଳ୍ପ ଉପରେ ସେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

Share This Article