ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ ତ୍ରିପାଠୀ

Odisha Hot News
0 Min Read

ଭୁବନେଶ୍ବର: ପୂର୍ବତନ ମୁଖ୍ୟଶାସନ ସଚିବ ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ତାହାକୁ ସରକାର ତୁରନ୍ତ ଗ୍ରହଣ କରି ତାଙ୍କ ପଦବୀରୁ ଅବ୍ୟାହିତ ଦେଇଛନ୍ତି।

ଶ୍ରୀ ତ୍ରିପାଠୀ ମୁଖ୍ୟ ଶାସନ ପଦବୀରୁ ଅବସର ନେବା ପରେ 2020 ମସିହାରେ ତାଙ୍କୁ ବିଜେଡି ସରକାର ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଇଥିଲେ। ଏଥିସହିତ ସେ ତତକାଳିନ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଥିଲା।

Share This Article