ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ଅଛି?: ଜାଣନ୍ତୁ ଏହା ଉପରେ କ’ଣ କହିଲେ ଆଇନ ମନ୍ତ୍ରୀ?

Odisha Hot News
0 Min Read

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ବୟାନ ଦେଇଛନ୍ତି। ସୁଡ଼ଙ୍ଗ ଅଛି କି ନାହିଁ, ତାହା ସ୍ପଷ୍ଟ ହେବା ପାଇଁ ସର୍ଭେ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

ସେ ଗଣମାଧ୍ୟମକୁ କହିଛନ୍ତି ଯେ, ରତ୍ନଭଣ୍ଡାର ସୁଡ଼ଙ୍ଗର ସର୍ଭେ ହେବ। ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ମରାମତି ପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ। ୧୯୭୮ ମସିହା ଡାଟାବେସ ଅନୁଯାୟୀ ଅଳଙ୍କାରକୁ ମେଳ କରାଯିବ।

Share This Article