ସ୍ବାମୀ ଲକ୍ଷଣାନନ୍ଦ ସରସ୍ବତୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Odisha Hot News
0 Min Read

ଅନୁଗୋଳ: ଆଜି ହେଉଛି ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ପୁଣ୍ୟତିଥି। ଏହି ପବିତ୍ର ଜନ୍ମାଷ୍ଠମୀରେ ସ୍ବାମୀ ଲକ୍ଷଣାନନ୍ଦଙ୍କୁ ତାଙ୍କର ଜଳେଶପଟ୍ଟା ଆଶ୍ରମରେ ହତ୍ୟା କରାଯାଇଥିଲା। ଯାହାକୁ ନେଇ ସାରା ଦେଶ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲା। ଏହାକୁ ନେଇ ସେତେବେଳେ ଫୁଲବାଣୀରେ ଦଙ୍ଗା ସୃଷ୍ଟି ହୋଇଥିଲା।

ପୂଜ୍ୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଜୀ ମହାରାଜଙ୍କ ପୁଣ୍ୟତିଥି ଅବସରରେ ତାଙ୍କର ଜନ୍ମସ୍ଥାନ ଅନୁଗୋଳ ଜିଲ୍ଲା ତାଳଚେର ବ୍ଲକ ଗୁରୁଜାଙ୍ଗ ଠାରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Share This Article