ଭୁବନେଶ୍ୱର : କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା ସମ୍ପର୍କିତ ତଥ୍ୟ ପହଞ୍ଚାଇବାକୁ ରାଜ୍ୟ ସରକାର ଉଦ୍ୟମ କରିଛନ୍ତି। ଏ ନେଇ ଏକ ହ୍ବାଟ୍ସ ଆପ୍ ଗ୍ରୁପ୍ ତିଆରି କରାଯାଇଛି। ‘ଓଡ଼ିଶା ସରକାର ହ୍ବାଟ୍ସଆପ୍ ଇନ୍ଫୋ ଡେସ୍କ’ ନାମକ ଏହି ଗ୍ରୁପ୍କୁ ବୁଧବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। bit.ly/OGC Covid ହ୍ବାଟ୍ସ ଆପ୍ର ନମ୍ବର ହେଉଛି ୯୩୩୭୯୨୯୦୦୦। ହ୍ବାଟ୍ସ ଆପ୍ରେ ପ୍ରଥମେ Hl ଲେଖି ପଠାଇ ଦେଲେ ସୂଚନା ପହଞ୍ଚିଯିବ। ହେଲ୍ପ ଡେକ୍ସ ଶୁଭାରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍କରି ସୂଚନା ଦେଇଛନ୍ତି।
ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Jamelref on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- MichaelRom on ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଉପରେ ଲାଗିଲା କଟକଣା
- 1win_jaen on ଭାରତୀୟ ବାୟୁ ସେନାକୁ ଟୁଇଟ କରି ସାଲ୍ୟୁଟ ଜଣାଇଲେ ନବୀନ
- Manuelflide on ଗିରଫ ହେଲେ ଗୁଜୁରାଟୀ ଅଭିନେତ୍ରୀ, ଆପତ୍ତିଜନକ ଭିଡିିଓ ତିଆରି କରି ବ୍ଲାକ୍ମେଲ କରିବା ସହ ଲୁଟୁଥିଲେ ଟଙ୍କା
- 1win_yaMa on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
