ବିଜେଡି ସରକାରଙ୍କ ଚାଲିବନି ଆଉ ଏକ ଯୋଜନା: ‘ନୂଆ ଓ’ କାର୍ଯ୍ୟକ୍ରମକୁ ବନ୍ଦ କଲେ ବିଜେପି ସରକାର

Odisha Hot News
0 Min Read

ଭୁବନେଶ୍ବର: ବିଜେଡି ସରକାରଙ୍କ ଆଉ ଏକ ଯୋଜନାକୁ ବିଜେପି ସରକାର ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ଏଥର ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମକୁ ମୋହନ ସରକାର ବନ୍ଦ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ। ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଛି।

Share This Article