ଫଳାଫଳକୁ ଅପେକ୍ଷା ନ କରି ଆଜି ଗଣେଷ ଚତୁର୍ଥୀରେ ଏହି 14 ଟି ନାମ ନିଶ୍ଚିତ ଜପନ୍ତୁ

Odisha Hot News
1 Min Read

ନୂଆଦିଲ୍ଲୀ: ଯେକୈଣସି ବ୍ୟକ୍ତି ଯିଏ କି କୈଣସି ବିଶେଷ ଉତ୍ସବରେ କିମ୍ବା ବୁଧବାର କିମ୍ବା ଚତୁର୍ଥୀ ତିଥିରେ ଭଗବାନ ଶ୍ରୀ ଗଣେଶଙ୍କ ଚଉଦ ନାମ ଜପ କରନ୍ତି, ନିଶ୍ଚିତ ଭାବରେ ଆଶାତିତ ଫଳାଫଳ ପାଆନ୍ତି। ଯେଉଁମାନେ ଧନ ଚାହୁଁଛନ୍ତି ସେମାନେ ଧନ, ସୁଖ ଏବଂ ସମୃଦ୍ଧତା ପାଆନ୍ତି। ଆସନ୍ତୁ ଭଗବାନ ଗଣେଶଙ୍କ ଏହି 14 ନାମ ମଧ୍ୟ ଜପ କରିବା-

ଭଗବାନ ଗଣେଶଙ୍କର 14 ନାମ:–

1-ବିନୟକ 2. ଗଜାନନ 3. ଗଣେଶ 4. ଲମ୍ବୋଦର 5. ଏକଦନ୍ତ 6. ବକ୍ରତୁଣ୍ଡ 7. ବିଘ୍ନରାଜ 8. ବିଶ୍ବରାଜ 9. ବୁଦ୍ଧିନାଥ 10. ବିକଟ 11. ହେରମ୍ବ 12. କୃଷ୍ଣପିଙ୍ଗାକ୍ଷ 13. ଅଖୁରଥ 14. ଭୂପତି।

Share This Article