ଭୁବନେଶ୍ୱର : ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଭାରତ ସରକାର ଓଡ଼ିଶାର ୩ ସାଂସ୍କୃତିକ ପରମ୍ପରାକୁ ସାମିଲ କରିଛନ୍ତି। ସେଗୁଡିକ ହେଲୋ ମାଣବସା ଗୁରୁବାର, ଛଉନୃତ୍ୟ ଏବଂ ରାବଣଛାୟାକୁ ଏହି ତାଲିକାରେ ସ୍ଥାନିତ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରିଛନ୍ତି। ଏହି ଐତିହାସିକ ନିର୍ଣ୍ଣୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସାଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି। ଧର୍ମେନ୍ଦ୍ର ଭାରତ ସରକାରଙ୍କ ଏହି ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ ବୋଲି ଟୁଇଟ୍ରେ କହିଛନ୍ତି।
‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
