ଭୁବନେଶ୍ୱର : କରୋନା ମୁକାବିଲା ନେଇ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାକୁ ୬୦ ଘଣ୍ଟିଆ ସଟ୍ଡାଉନ ଘୋଷଣା କରାଯାଇଛି। ଗୁରୁବାର ରାତି ୧୦ଟାରୁ ୨୬ ତାରିଖ ଦିନ ୧୦ଟା ଯାଏ ଏହି ସଟ୍ଡାଉନ ଜାରି ରହିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି। ଏହି ୩ ଜିଲାର ଲୋକେ ସଟ୍ଡାଉନ୍କୁ ପାଳନ କରିବାକୁ ପୋଲିସ ଡିଜି ଅଭୟ ଟୁଇଟ୍ କରି ନିବେଦନ କରିଛନ୍ତି। ଏଥିସହ ସଟ୍ଡାଉନ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।
୬୦ ଘଣ୍ଟା ସଟ୍ଡାଉନ ରହିବ ୩ ଜିଲା: ନିୟମ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଡିଜିପି
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- HoracioHow on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- HoldenCaunc on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- JeremiahZok on ଆଜି ମାଟ୍ରିକ୍ ପରୀକ୍ଷାଫଳ
- 1win_hxkt on ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍
- chicken-road_rmet on ଅବକାରୀ ବିଭାଗର ଚଢାଉ: ଧଳା ପାଉଡ଼ର ଜବତ, ୨ଜଣ ଗିରଫ !
