ରଥଯାତ୍ରା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

Odisha Hot News
0 Min Read

ଭୁବନେଶ୍ୱର : କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସମ୍ପର୍କରେ ବି ପ୍ରଧାନନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ବୈଠକରେ କ’ଣ ନିଷ୍ପତ୍ତି ନିଆଗଲା ସ୍ପଷ୍ଟ ସୂଚନା ମିଳିନାହିଁ।

Share This Article
Leave a Comment