ଭୁବନେଶ୍ଵର: ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୫ ତମ ଜୟନ୍ତୀ ଉତ୍ସବ ସମଗ୍ର ଦେଶରେ ପାଳନ କରାଯାଉଛି। ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବିଧାନସଭା ପରିସର ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ରଘୁବର ଦାସ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରିମଣ୍ତଳର ସଦସ୍ୟ ଓ ବିଧାୟକ ଗଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଜାତିର ପିତା ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରିମଣ୍ତଳର ସଦସ୍ୟ

You Might Also Like
- Advertisement -
Comment