ରିଲାଏନ୍ସ ଜିଓର ଏହି ଭାରତ ଫୋନ କଣ ? ଜାଣିବା ପାଇଁ ଭିତର ଭିଡିଓ Videoକୁ କ୍ଲିକ କରନ୍ତୁ

Odisha Hot News
1 Min Read

ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍ ଶୁଭାରମ୍ଭ କରାଯାଇଛି। ଜିଓ ଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍ ଅଧୀନରେ ଆରମ୍ଭ କରାଯାଇଛି। ତେବେ ଏହି ଫୋନରେ କଣ ରହିଛି ଫିଚର ଜାଣିବା ପାଇଁ ତଳ ଭିଡିଓକୁ କ୍ଲିକ କରନ୍ତୁ…

 

 

ନୂଆ ମଡେଲଗୁଡିକ ୧୦୯୯ ଟଙ୍କା ମୂଲ୍ୟରେ ବଜାରରେ ଉପଲବ୍ଧ ହେବ। ଗତ ବର୍ଷ ଜିଓଭାରତ ଭି୨ ମଡେଲ୍ ଶୁଭାରମ୍ଭ କରାଯାଇଥିଲା, ଯାହା ଭାରତୀୟ ଫିଚର ଫୋନ୍ ବଜାରରେ ଆଲୋଡ଼ନ ସୃଷ୍ଟି କରିଥିଲା​​। କମ୍ପାନୀ ଅନୁଯାୟୀ, ଲକ୍ଷ ଲକ୍ଷ ୨ଜି ଗ୍ରାହକ ଜିଓଭାରତ ଫିଚର ଫୋନ୍ ମାଧ୍ୟମରେ ୪ଜିକୁ ପରିବର୍ତ୍ତିତ ହୋଇସାରିଛନ୍ତି ।

Share This Article