ଏହି ୧୪ ଜିଲ୍ଲାରେ ହେବ ପ୍ରବଳ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Odisha Hot News
0 Min Read

ଭୁବନେଶ୍ଵର: ରାଜ୍ୟର ୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ଭାବ୍ୟ ପ୍ରବଳ ବର୍ଷାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଯେଉଁ ଜିଲ୍ଲାଗୁଡିକରେ ବର୍ଷା ସମ୍ଭାବନା ରହିଛି, ସେଗୁଡିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି।

Share This Article