ମୁମ୍ବାଇ: ଅନ୍ତଃନଳୀ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଅଭିନେତା ଇର୍ଫାନ୍ ଖାଁଙ୍କ ପରଲୋକ ଗମନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ମଙ୍ଗଳବାର ଦିନ ତାଙ୍କୁ ମୁମ୍ବାଇର କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।
ତାଙ୍କ ମୃତ୍ୟୁ ସମାଚାର ଚଳଚ୍ଚିତ୍ର ନିର୍ମାତା ସୁଜିତ୍ ସର୍କାର୍ ଟୁଇଟର୍ରେ ସେୟାର କରିଛନ୍ତି।
ନିରୋନଏଣ୍ଡୋକ୍ରାଇନ୍ ଟ୍ୟୁମର୍ରେ ଆକ୍ରାନ୍ତ ହୋଇଥିଲେ ବୋଲି ସେ ୨୦୧୮ରେ ଘୋଷଣା କରିଥିଲେ।