ଆରପାରିରେ ରିଷି କପୁର

Odisha Hot News
0 Min Read

ମୁମ୍ବାଇ,: ବଲିଉଡ୍‌ ଅଭିନେତା ରିଷି କପୁରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଯିବାରୁ ରିଷିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ପରେ ତାଙ୍କୁ ବୁଧବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏଚ୍‌ଏନ୍‌ ରିଲାଏନ୍ସ୍‌ ଫାଉଣ୍ଡେଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୨୦୧୮ରେ ସେ କର୍କଟ ରୋଗରେ ପୀଡ଼ିତ ହୋଇ ଏକ ବର୍ଷଧରି ନ୍ୟୁୟର୍କରେ ଚିକିତ୍ସିତ ହେଉଥିଲେ। ୧୯୫୨ ସେପ୍ଟେମ୍ବର ୪ରେ ସେ ମୁମ୍ବାଇର ଚେମ୍ବୁରଠାରେ ଜନ୍ମଗ୍ରହଣ କରିଥିଲେ।

https://twitter.com/SrBachchan/status/1255709029336322048

Share This Article
Leave a Comment