ରେଳ ଧାରଣାରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

Odisha Hot News
0 Min Read

ବ୍ରହ୍ମପୁର (କୈଳାଶ ଚାନ୍ଦ ର୍ଚୌଧୁରୀ): ଗୋଳନ୍ଥରା ଥାନା ଅର୍ନ୍ତଗତ ମଦନମୋହନ ପୁର ଲେବଲ୍ କ୍ରସିଂ ରେଳ ଧାରଣାରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ଏକ ହାତ ପାପୁଲି କଟି କିଛି ଦୁରରେ ପଡ଼ିଥିବା ବେଳେ ତାଙ୍କର ପରିଚୟ ମିଳିପାରିନାହିଁ।

ସକାଳୁ ସକାଳୁ କୌଣସି ଚଳନ୍ତା ରେଳରୁ ଖସି ପଡିଥିବା ଅନୁମାନ କରାଯାଉଛି। ଖବର ପାଇ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।

Share This Article