ପୁରୀ: ଆସନ୍ତାକାଲି ୨୭ ତାରିଖ ବୁଧବାର ମାର୍ଗଶୀର କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀ ବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତନୀତି ସମାପନ କରାଯିବ। ଏନେଇ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତ ମହାପାତ୍ର ଓ ଦଇତାପତି ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତାନୀତି ସମ୍ପାଦନ କରାଯିବ।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।
ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀ ବିଗ୍ରହମାନଙ୍କର ବନକଲାଗି ନୀତି

You Might Also Like
- Advertisement -
Comment