ଭୁବନେଶ୍ୱର, : ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ଡିଜିପି ଅଭୟ କଡ଼ା ଚେତାବନୀ ଦେଇଛନ୍ତି। କ୍ୱାରାଣ୍ଟାଇନ ନିୟମ ମାନିବାକୁ ସେ ଟୁଇଟ୍ କରି ଅପିଲ୍ କରିଛନ୍ତି। ସେ ଟୁଇଟ୍କରି କହିଛନ୍ତି ଯେ, ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ ନିୟମ ନ ମାନିଲେ ଆଇନ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟକୁ କ୍ଷତି ପହଞ୍ଚାଉଥିବା କୌଣସି ହରକତକୁ ବରଦାସ୍ତ କରାଯିବ ନାହିଁ। ନିୟମରେ କୌଣସି ବି ଅବହେଳା ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଟୁଇଟ୍କରି ଜଣାଇଛନ୍ତି।
ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1xbet app_ulol on ରବିଶଙ୍କର ପାଇବେ ୨୯ତମ ‘ଜୟଦେବ ପୁରସ୍କାର’
- 1win_dwpt on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
- mostbet_ucea on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
- mostbet_cgkt on କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତିକୁ ନେଇ ଦିଲ୍ଲୀରେ ଗର୍ଜିଲା ବିଜେଡି !
- mejdynarodnie plateji_caSa on ଆଜିଠାରୁ ଆରମ୍ଭ ହେବ ‘ମୋ ସରକାର’ ଯୋଜନା
