CLAT ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ଅରୁଣିମାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Odisha Hot News
0 Min Read

ଭୁବନେଶ୍ଵର: ସର୍ବଭାରତୀୟ ଆଇନ ପ୍ରବେଶିକା ପରୀକ୍ଷା (CLAT) ରେ ଅରୁଣିମା ଠାକୁର୍ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ଅରୁଣିମା ଠାକୁର୍ ରାଉରକେଲାର ଝିଅ ଏବଂ ସେ ବାଣୀବିହାର ଆଇନ ମହାବିଦ୍ୟାଳୟର ଛାତ୍ରୀ ଅଟନ୍ତି।

ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅରୁଣିମା ଠାକୁର୍ ଙ୍କ ଏହି ସଫଳତା ପାଇଁ ଖୁସିବ୍ୟକ୍ତ କରିବା ସହ ତାଙ୍କ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି।

Share This Article